Search
Close this search box.

୭ ବର୍ଷର ଝିଅକୁ ଦୁଷ୍କର୍ମ Abuse of 7-year-old girl

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ୧୦ ବର୍ଷ କାରାଦଣ୍ଡାଦେଶ ଶୁଣାଇଛନ୍ତି କଟକ ପୋକ୍ସୋ କୋର୍ଟ । ଏହା ସହ ୧୦ ହଜାର ଟଙ୍କା ଜୋରିମାନା ଦଣ୍ଡ ଶୁଣାଇଛନ୍ତି କୋର୍ଟ । ୨୦୧୩ ମସିହାରେ ଓଲଟପୁର ଥାନା ଅଞ୍ଚଳରେ ଘଟିଥିଲା ଅଭାବନୀୟ ଘଟଣା । ୭ବର୍ଷିୟା ନାବାଳିକାକୁ ଦୁଷ୍କର୍ମ କରିଥିଲା ଅଭିଯୁକ୍ତ ରାକେଶ କୁମାର ରାଉତ । ଏନେଇ ଥାନାରେ ଅଭିଯୋଗ ପରେ ଅଭିଯୁକ୍ତକୁ ଗିରଫ କରିଥିଲା ପୋଲିସ । ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ଡାଦେଶ ଦେବା ସହିତ ପୀଡ଼ିତାଙ୍କୁ ୪ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।

Leave a Comment

Read More