Search
Close this search box.

ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ମୃତ

ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ମୃତ
ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ମୃତ
ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ମୃତ

ଭୁବନେଶ୍ୱର : ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଚାଲିଥିଲା ଘମା ଘଟ ଲଢ଼େଇ l ପୋଲିସ ଗୁଳିରେ ୩ ଜଣ ମାଓବାଦୀଙ୍କର ମୃତ୍ୟୁ ହୋଇଛନ୍ତି l ଛତିଶଗଡ଼ ବିଜାପୁରରେ ସୁରକ୍ଷାକର୍ମୀଙ୍କୁ ମିଳିଛି ଏକ ବଡ଼ ସଫଳତା। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ମା

ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ମୃତ
ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ମୃତ ଓବାଦୀ ନିହତ ହୋଇଛନ୍ତି । ଏ ନେଇ ବିଜାପୁର ଜିଲ୍ଲା ଏସପି ଜିତେନ୍ଦ୍ର ଯାଦବ ସୂଚନା ଦେଇଛନ୍ତି । କରିଗୁଟା ଜଙ୍ଗଲରେ ସର୍ଚ୍ଚ ଅପରେସନ ସମୟରେ ମାଓବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟରେ ୩ ଜଣ ମାଓବାଦୀଙ୍କର ମୃତ୍ୟୁ ହୋଇଛି । ଗୋଟିଏ LMG, ଗୋଟିଏ AK-47 ବନ୍ଧୁକ ସହିତ ବିପୁଳ ପରିମାଣର ବିସ୍ଫୋରକ ଜବତ କରାଯାଇଥିବା ଜାଣିବାକୁ ମିଳିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଜଙ୍ଗଲରେ ଗୁଳି ବିନିମୟ ଜାରି ରହିଥିବା ସୂଚନାମିଳିଛି।

 

Leave a Comment

Read More