Search
Close this search box.

ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ

ରାଶିଫଳ
ବୁଧବାର ରାଶିଫଳ ତାରିଖ

ଅଶ୍ୱନୀ – ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ ।ଦ୍ୱିଜା – ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ ।କୃତକା – ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର‌୍ୟ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଖାଲି ସମୟରେ ଆପଣଙ୍କ ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତିପ୍ରତିକାର – ରୁଟି କୁକୁରକୁ ଖାଇବାକୁ ଦିଅନ୍ତୁଶୁଭ ରଙ୍ଗ :ଲାଲ୍ଶୁଭ ସଂଖ୍ୟା :୯

ବୃଷ

କୃତିକା – ପ୍ରେମ ଜୀବନରେ ଉତମ ବୁଝାବଣା ରହିବ । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।ରୋହିଣୀ – ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । କୈାଣସି କାରଣରୁ ମନ ଭଲ ରହିବ ନାହିଁ । ରାଜନିତିରେ ଆର୍ଥୀକ ଲାଭ ମିଳିବମୃଗଶିରା – ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ବ୍ୟବସାୟ ତଥା ପରିବହନରେ ସଫଳତା ମିଳିବ । ମକଦ୍ଦମାରେ ଜୟଲାଭ କରିବେ ।ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁଶୁଭ ରଙ୍ଗ :ଧଳାଶୁଭ ସଂଖ୍ୟା :୬

ମିଥୁନ

ମୃଗଶିରା – ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ । ଅଚିହ୍ନା ଲୋକଙ୍କ ଠାରୁ ସାହାର‌୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବଆଦ୍ରା – ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି , ଅବଶ୍ୟ ସଫଳତା ପାଇବେ । ଆପଣଙ୍କ ସବୁ ମନୋକାମନା ପୁର୍ଣ ହେବପୁନର୍ବସୁ – ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେପ୍ରତିକାର – ତ୍ରିପୁରା ସୁନ୍ଦରିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁଶୁଭ ରଙ୍ଗ :ସବୁଜଶୁଭ ସଂଖ୍ୟା :୫
କର୍କଟ
ପୁନର୍ବସୁ – ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ହେବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର‌୍ୟ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ ।ପୁଷ୍ୟା – ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି ।ଅଶ୍ଳେଷା – ବ୍ୟବସାୟରେ ଆଶା ପୂରଣ କରିବା ପାଇଁ ସମ୍ଭାବନା ରହିଛି । ଜମିଜମା କାରବାରରେ ଉପକୃତ ହେବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି ।ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁଶୁଭ ରଙ୍ଗ :ଧଳାଶୁଭ ସଂଖ୍ୟା :୨

ସିଂହ

ମଘା – କର୍ମଜିବୀ ମାନଙ୍କ ପାଇଁ କର୍ମ କ୍ଷେତ୍ରରେ ଉନ୍ନତି ଆସିପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ ।ପୂ , ଫାଲଗୁନୀ – ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ସଂପର୍କ ବଢିବ । କୈାଣସି ଖବର ପାଇ ମୁଣ୍ଡବ୍ୟଥା ହୋଇପାରେ ।
ଉ ,ଫାଲଗୁନୀ – ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଘର କାମ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ପ୍ରେମ ସଂପର୍କ ମଜବୁତ୍ ରହିବ ।
ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧
କନ୍ୟା
ଉ , ଫାଲଗୁନୀ – ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ପାରିବାରିକ କ୍ଷେତ୍ରରେ ପାରିପାଶ୍ୱର୍ିକ ପରିସି୍ଥତି ଭଲ ରହିବାରୁ ଖୁସି ରହିବେ । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେହସ୍ତା – ଆପଣଙ୍କ କାର‌୍ୟ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି । ଛାତ୍ରଛାତ୍ରୀ ମାନେ ପରିଶ୍ରମୀ ହେବେ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।ଚିତ୍ରା – ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି । କଚେରି ମାମଲା କାରଣରୁ ଉଦ୍ବେଗ ବୃଦ୍ଧି ପାଇବ । ମହିଳା ମାନେ ସମସ୍ୟାରେ ରହିବ ।ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁଶୁଭ ରଙ୍ଗ :ସବୁଜଶୁଭ ସଂଖ୍ୟା :୫

ତୁଳା

ଚିତ୍ରା – ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ ।ସ୍ୱାତୀ – ପାରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ ।ବିଶାଖା – ମାଲିମକଦ୍ଦମାରେ ଖର୍ଚ୍ଚାନ୍ତ ହୋଇପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ ।ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁଶୁଭ ରଙ୍ଗ :ଧଳାଶୁଭ ସଂଖ୍ୟା :୬

ବିଛା

ବିଶାଖା – ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଦି ପାଇବ । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ଶିଳ୍ପ କ୍ଷେତ୍ରରେ ଉତ୍ପାଦନ ସୀମିତ ରହିବ ।
ଅନୁରାଧା – ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ପରିବାର ମଧ୍ୟରେ ନିଜର ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ଶିକ୍ଷାର୍ଥୀ ମାନେ ଶିକ୍ଷାରେ ଏକାଗ୍ରତା ରକ୍ଷା କରିବେ
ଜ୍ୟେଷ୍ଠା – ଜମିଜମା କ୍ରୟ ବିକ୍ରୟ କିମ୍ବା ନୂତନ ବାଣିଜ୍ୟାରମ୍ଭ ପାଇଁ ମନ ବଳାଇବେ । ମହିଳା ମାନେ ପୁରୁଣା ବନ୍ଧୁଙ୍କ ସହ ସମୟ ବିତାଇବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ ।
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯

ଧନୁ

ମୂଳା – ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ ।ପୂ , ଷାଢା – ଗୁରୁଜନ ମାନଙ୍କ ସହିତ ମତାନ୍ତର ହୋଇପାରେ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ କ୍ଷ ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ କ୍ଷ ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ ।ଉ , ଷାଢା – ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ କ୍ଷ ମହିଳା ମାନେ କଠିନ ପରିଶ୍ରମ କରିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ ।ପ୍ରତିକାର – ବ୍ରାହ୍ମଣଙ୍କର ସେବା କରି ତାଙ୍କୁ କିଛି ଦ୍ରବ୍ୟ ଦାନ କରନ୍ତୁଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩

ମକର

ଉ , ଷାଢା – ମାନସିକ ଅସି୍ଥରତାକୁ ବୃଦ୍ଧି କରିବାରେ ବନ୍ଧୁଙ୍କ ପରୋକ୍ଷ କାର‌୍ୟ୍ୟାବଳୀ ଅନନ୍ୟ କାରଣ ହୋଇପାରେ । ପରିବାରରେ ସନ୍ତାନଙ୍କ କୃତି ଓ କୃତିତ୍ୱରେ ଖୁସି ହୋଇପାରନ୍ତି ।ଶ୍ରବଣା – ଅଫିସରେ ସ୍ଥଗିତ କାମ ପାଇଁ ଉପରିସ୍ଥ କର୍ମଚାରୀ କଡା କଥା କହିପାରନ୍ତି । ଆନୁଷ୍ଠାନିକ କାର‌୍ୟ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି ।
ଧନିଷ୍ଠା –ବ୍ୟବସାୟରେ ଆଶା ଅନୂରୂପ ଫଳ ପାଇବେ । ଗୃହସୀମା ପାଇଁ ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ମହିଳା ମାନେ ଦାୟିତ୍ୱବାନ୍ ରହିବେ ।
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮

କୁମ୍ଭ

ଧନିଷ୍ଠା – ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ସୁଖ, ସମୃଦ୍ଧି ବଢିବ , ମହିଳା ମାନେ ସମ୍ମାନୀୟ ହେବେ । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ ।ଶତଭିଷା – ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ଚଳଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ ।
ପୂ , ଭାଦ୍ରପଦ – ପରିବହନ , ବାଣିଜ୍ୟରେ ଆଶିଂକ ମନ୍ଦା ଦେଖାଦେବ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ସରକାରୀ ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି
ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮

ମୀନ
ପୂ , ଭାଦ୍ରପଦ – ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର‌୍ୟ୍ୟସିଦ୍ଧି ଘଟିବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ । କଳହ ଲାଗିଥିବା ବନ୍ଧୁଙ୍କ ପ୍ରତି ସତର୍କ ରୁହନ୍ତୁ ।
ଉ , ଭଦ୍ରପଦ – ସାମାଜିକ ସ୍ତରରେ ଜନମଙ୍ଗଳ କାମରେ ନିଜକୁ ନିଯୋଜିତ କରିପାରନ୍ତି । ରାଜନିତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ଛାତ୍ରମାନେ ପଢାରେ ସାହାର‌୍ୟ୍ୟ ପାଇବେ
ରେବତୀ – ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ମହିଳା ମାନଙ୍କର ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗ ଅଭାବ ରହିବ ନାହିଁ ।
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩

Leave a Comment

Read More