
କଟକ : ଆଜି ମୋହମ୍ମଦ ମୋକିମଙ୍କୁ ହାଇକୋର୍ଟଙ୍କ ବଡ଼ ଝଟକା । OHRDC ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ । ମୋକିମଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ ନିମ୍ନ ଅଦାଲତ । ପରେ ନିମ୍ନ ଅଦାଲତଙ୍କ ବିରୋଧରେ କରିଥିଲେ ଆବେଦନ । ତେବେ ନିମ୍ନ ଅଦାଲତଙ୍କ ରାୟକୁ କାଏମ ରଖିଲେ ହାଇକୋର୍ଟ କରିଛି ବୋଲି ସୂଚନା ମିଳିଛି।









