Search
Close this search box.

ବରଗଡ ରୋଡ୍-ନୂଆପଡା ନୂତନ ରେଳପଥ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି।

ଆଜି ଲୋକସେବା ଭବନଠାରେ ବରଗଡ ଜିଲ୍ଲାର ଏକ ପ୍ରତିନିଧି ମଣ୍ଡଳୀ, ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ ଆସି ବରଗଡ ରୋଡ୍-ନୂଆପଡା ନୂତନ ରେଳପଥ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି।

ଏହି ପ୍ରକଳ୍ପ ପାଇଁ ସେମାନେ ମଧ୍ୟ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଛନ୍ତି। ସେମାନଙ୍କ ସହିତ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ ମଧ୍ୟ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ଏହି ନୂତନ ରେଳପଥ ନିର୍ମାଣ ପାଇଁ କେନ୍ଦ୍ର ରେଳ ମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ।

Leave a Comment

Read More