ଆପଣମାନଙ୍କୁ ଆମର ଜନସ୍ୱର ନିୟୁଜ ପୋର୍ଟାଲକୁ ସ୍ୱାଗତ କରୁଛୁ ବନ୍ଧୁଗଣ ଅଶ୍ୱିନୀ ତ୍ରିପାଠୀ ନିର୍ଦ୍ଦେଶିତ ଏବଂ ଜ୍ୟୋତିରଞ୍ଜନ ମହାନ୍ତି ପ୍ରଯୋଜିତ ଓଡିଆ ଚଳଚ୍ଚିତ୍ର ‘ଡେଲିଭରୀ ବୟ’ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ସହରାଞ୍ଚଳର ଦୈନନ୍ଦିନ ଜୀବନରେ Delivery Boy ମାନଙ୍କ ଭୂମିକା ଅପରିହାର୍ଯ୍ୟ ହୋଇଯାଇଛି । ସାଧାରଣତଃ ଆର୍ଥିକ ଅନଗ୍ରସର ପରିବାରରୁ ଆସୁଥିବା ଏହି ‘ଡେଲିଭରୀ ବୟ’…
‘ଡେଲିଭରୀ ବୟ’ ଚଳଚ୍ଚିତ୍ର ଉପରୁ ଟାକ୍ସ ଛାଡ କଲେ ରାଜ୍ୟ ସରକାର










