Search
Close this search box.

ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ

ଆପଣମାନଙ୍କୁ ଆମର ଜନସ୍ୱର ନିୟୁଜ ପୋର୍ଟାଲକୁ ସ୍ୱାଗତ କରୁଛୁ ବନ୍ଧୁଗଣ

ବଡ଼ଚଣା ବ୍ଲକ ଅନ୍ତର୍ଗତ ବାଲିଚନ୍ଦ୍ରପୁରସ୍ଥିତ କଳିଙ୍ଗ ଭାରତୀ ସଂସ୍କୃତ ବିଦ୍ୟାଳୟରେ ପୋଷାକ ବିତରଣ ଉସôବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସ୍ୱପ୍ନାମଞ୍ଜରୀ ନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉସôବରେ ବିଦ୍ୟାଳୟର ପ୍ରତିଷ୍ଠାତା ଶିକ୍ଷାବିତ୍ ମନୋଜ କୁମାର ପରିଡ଼ା ମୁଖ୍ୟ ଅତିଥି ରୂପେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବିତରଣ କରିଥିଲେ । ବିଦ୍ୟାଳୟର ୨୦ ଜଣ ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥି ଶ୍ରୀ ପରିଡ଼ା ପୋଷାକ ବିତରଣ କରିଥିଲେ ।

FREE SCHOOL UNIFORMS FOR STUDENTS IN ASSAM - free school uniforms students  assam -

ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷକ ପ୍ରକାଶ ଚନ୍ଦ୍ର ସାମଲ, ସୁନିଲ କୁମାର ମହାନ୍ତି, ପ୍ରଫୁଲ୍ଲ କୁମାର ରାଉତ, ଶିକ୍ଷୟତ୍ରୀ ବିଜୟଲକ୍ଷ୍ମୀ ମହାନ୍ତି, କାଞ୍ଚନାବାଳା ମହାନ୍ତି, କର୍ମଚାରୀ ଚନ୍ଦ୍ର ଶେଖର ସାହୁ, ଗୌରୀ ପାତ୍ର ପ୍ରମୁଖ ପୋଷାକ ବିତରଣରେ ସହଯୋଗ କରିଥିଲା ବେଳେ ପ୍ରକାଶ ଚନ୍ଦ୍ର ସାମଲ ଧନ୍ୟବାଦ ଅର୍ପଣ କରିଥିଲେ

Two months into new academic year, BMC school students have no uniforms |  Education News,The Indian Express

ଏହି ପୋଷ୍ଚଟି ପଢି ଆପଣମାନଙ୍କୁ କେମିତି ଲାଗିଲା ଆପଣମାନେ କମେଣ୍ଚ କରି ନିଶ୍ଚିତ ଭାବେ ଜଣେଇବା ସହିତ ଆପଣ ଆମର ପୋଷ୍ଚକୁ ଫ୍ରେଣ୍ଡ ସହିତ ସେୟାର କରିଦେବେ ।

Leave a Comment

Read More