
ପ୍ରଧାନ ମନ୍ତ୍ରୀ ଟିବି ମୁକ୍ତି ଭାରତ ଅଭିଯାନ ରାଇରଙ୍ଗପୁର Amidst the rise in TB cases, Odisha show positive
ଆଜି ରାଇରଙ୍ଗପୁର ଉପଖଣ୍ଡ ଡାକ୍ତରଖାନାରେ ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଟିବି ରୋଗୀମାନଙ୍କୁ ପୁଷ୍ଟିକର ଖାଦ୍ୟ ସହାୟତା ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି |ଏଥିରେ ମୁଖ୍ୟ ଅତିଥି ଭାବେ ମୟୂରଭଞ୍ଜ ଜିଲ୍ଲାପାଳ
